ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲାରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ପଢନ୍ତୁ କିଏ କେଉଁ ଅଞ୍ଚଳ ପାଇଁ ନିଯୁକ୍ତି ହୋଇଛନ୍ତି ।

ଖୋର୍ଦ୍ଧା,୩୦/୦୭: ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦେବୀ ରଞ୍ଜନ ତ୍ରିପାଠୀଙ୍କ ପରାମର୍ଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ଛାତ୍ର ବିଜେଡି ସଭାପତି ବିଶ୍ୱଦୀପ ପ୍ରଧାନଙ୍କ ଅନୁମୋଦନ କ୍ରମେ ଜିଲ୍ଲାରେ ଛାତ୍ର ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ସହିତ ପଞ୍ଚାୟତ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ଛାତ୍ର ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ବିଜୁ ଛାତ୍ର ଜନତା ଦଳ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି ।