ଭୁବନେଶ୍ୱର, ୧୦ା୭: ଗୋଟିଏ ଦିନ ପାଇଁ ବିଧାନସଭା ସଟଡ଼ାଉନ ରହିବା ନେଇ ଜଣାପଡ଼ିଛି । ବିଧାନସଭାର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପର୍କୀୟ ପଜିଟିଭ ଚିହ୍ନଟ ହେବା ପରେ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଆସନ୍ତା ସୋମବାର ପରବର୍ତ୍ତୀ ପଦକ୍ଷେପ ପାଇଁ ନିଷ୍ପତ୍ତି ନିଆଯିବ । ଏଥିସହିତ ଭିଡ଼ିଓ କନଫରେନ୍ସ ଜରିଆରେ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି ।