ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି ବୃଦ୍ଧିପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।