ସ୍ବର୍ଗତ ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଙ୍କ ଦ୍ବାଦଶ କାର୍ଯ୍ୟରେ ଯୋଗଦେଲେ ଶ୍ରୀ ଯୁକ୍ତ ରମେଶ ଚନ୍ଦ୍ର ଜେନା।

ବ୍ରହ୍ମପୁର,୧୩/୯(ସୁନିଲ କୁମାର ବେହେରା):ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଧାୟକ ସ୍ବର୍ଗତ ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଙ୍କ ଦ୍ବାଦଶ କାର୍ଯ୍ୟରେ ଯୋଗଦେଇ ଅମର ଆତ୍ମାର ସଦ୍‌ଗତି କାମନା କଲେ ମାନ୍ୟବର ସାନଖେମୁଣ୍ଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ଯୁକ୍ତ ରମେଶ ଚନ୍ଦ୍ର ଜେନା।