ଭୁବନେଶ୍ବର: ପୁଣି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଗାଇଡ୍ଲାଇନ୍ ଜାରି କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ୨୧ ଜଣ ଆଇଏଏସଙ୍କୁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ମଧୂସୁଦନ ପାଢୀଙ୍କୁ ବାଲେଶ୍ବର ଓ ଭ୍ରଦକ ଦାୟିତ୍ବ ଦିଆଯାଇଛି।