ଭୁବନେଶ୍ବର ୧୯/୦୬: ରାଜ୍ୟରୁ ୧୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୪୦ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୫ ରୋଗୀ ସ୍ଥାନୀୟ ସଂକ୍ରମିତ । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥି ସହିତ ପଶ୍ଚିମବଙ୍ଗରୁ ଆମ୍ପାନ ମୁକାବିଲା କାର୍ଯ୍ୟସାରି ଫେରିଥିବା ୧୧ଜଣ ଅଗ୍ନିଶମ କର୍ମଚାରୀ ସଂକ୍ରମିତ ହୋଇଛନ୍ତି