ପୁରୀ: ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧୪୩ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।
ସମ୍ପୃକ୍ତ ସେବାୟତ ଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି।
ଏ ନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି