ଭୁବନେଶ୍ବର ୨୭/୦୬: ରାଜ୍ୟରେ କରୋନା କାୟା ଭୟାନକ ହାରରେ ବଢ଼ିଚାଲିଛି ଥିବା ବେଳେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣ ଗଞ୍ଜାମ ଜିଲ୍ଲାର ୬୮ ବର୍ଷିୟ ହୋଇଥିବ ସୂଚନା ମଳିଛି । ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ।
ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।