୧୯ଟି ଜିଲ୍ଲାରୁ ୨୪୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର ୨୯/୦୬: ରାଜ୍ୟରେ ଆଜି ସର୍ବାଧିକ ୧୯ଟି ଜିଲ୍ଲାରୁ ୨୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧ ରୋଗୀ ସ୍ଥାନୀୟ ସଂକ୍ରମିତ। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୮୫୯କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।