ହୋମଗାର୍ଡଙ୍କ ଭତ୍ତା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

କଟକ,୧୯।୦୮: ହୋମଗାର୍ଡଙ୍କ ଭତ୍ତା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କାକୁ ବୃଦ୍ଧି ସହ ପିଛିଲା ଭାବେ ଜାନୁଆରୀ ୨୦୨୦ରୁ ଲାଗୁ ନିର୍ଦ୍ଦେଶ, ୩ ମାସ ଭିତରେ ବର୍ଦ୍ଧିତ ଦେୟ ପ୍ରକ୍ରିୟା ସାରିବାକୁ ସରକାରଙ୍କୁ ନିର୍ଦ୍ଦେଶ, ପୂର୍ବରୁ ୨୦୧୬ରୁ ବର୍ଦ୍ଧିତ ଦେୟ ଲାଗୁ ପାଇଁ କୋର୍ଟ ରାୟ ଦେଇଥିଲେ।